Indus Valley Times

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ; ରହିବ ସମ୍ବଲପୁରୀ ଛିଟ

 Breaking News

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ; ରହିବ ସମ୍ବଲପୁରୀ ଛିଟ

ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ; ରହିବ ସମ୍ବଲପୁରୀ ଛିଟ
November 11
11:39 2024

ଭୁବନେଶ୍ୱର,୧୧/୧୧: ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।
ତେବେ ସିନିୟର୍ ନର୍ସିଂ ଅଫିସରଙ୍କ ପାଇଁ ଈଷତ୍ ବାଇଗଣୀ ରଙ୍ଗର ଡ୍ରେସ୍ କୋଡ୍ ଥିବାବେଳେ ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ଡ୍ରେସ୍ କୋଡ୍ ରହିଛି।
ସେହିପରି ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ/ନର୍ସିଂ ସୁୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗ ରହିଛି। ଜେନେରାଲ ଓ୍ବାର୍ଡରେ ଡ୍ୟୁଟି କରୁଥିବା ନର୍ସ ଧଳା ରଙ୍ଗର ଆପ୍ରନ୍ ପିନ୍ଧିବେ ବୋଲି ନିଷ୍ପତ୍ତି ନିଆଯାଇଛି। ନର୍ସିଂ ଅଫିସରଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ରହିବ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930