Indus Valley Times

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା; ହଟିବ ଡିଜେଲ ଚାଳିତ ‘ଆମ ବସ୍‌’, ଏଣିକି ଗଡ଼ିବ କେବଳ ଇଭି ଗାଡ଼ି

 Breaking News

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା; ହଟିବ ଡିଜେଲ ଚାଳିତ ‘ଆମ ବସ୍‌’, ଏଣିକି ଗଡ଼ିବ କେବଳ ଇଭି ଗାଡ଼ି

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା; ହଟିବ ଡିଜେଲ ଚାଳିତ ‘ଆମ ବସ୍‌’, ଏଣିକି ଗଡ଼ିବ କେବଳ ଇଭି ଗାଡ଼ି
January 21
17:12 2026

ଭୁବନେଶ୍ୱର , ୨୧/୧: ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍, ଚାଲିବ ଇଭି ଗାଡି। ଡିଜେଲ ଚାଳିତ ଆମ ବସ୍ କୁ ହଟାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଣିକି ରାସ୍ତାରେ କେବଳ ଇଭି ବସ୍ ଚାଲିବ। ବର୍ତ୍ତମାନ ଯେତେ ସବୁ ଡିଜେଲ ଚାଳିତ ବସ୍ ରହିଛି ତାକୁ ଧୀରେ ଧୀରେ ସ୍କାର୍ପ କରାଯିବା ସହ ଇଭି ବସ୍ ଆଣାଯିବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ସେହିପରି ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏଣିକି ମହିଳାମାନେ ଆମ ବସ୍ ଚଳାଇବେ। ସେଥିପାଇଁ ପ୍ରଥମ ପର‌୍ୟ୍ୟାୟରେ ୨୦ ଜଣ ମହିଳାଙ୍କୁ ଟ୍ରେନିଂ ଦିଆଯିବ। ସେମାନେ ସବୁ ହେଭି ଭେଇକିଲ ଚଳାଇବା ପାଇଁ ଲାଇସେନ୍ସପ୍ରାପ୍ତ। ତାଲିମ ନେବା ପରେ ମହିଳାମାନେ ସ୍ୱତନ୍ତ୍ର ବସ୍ ଚଳାଇବେ। ଯାହା ଦ୍ୱାରା ମହିଳା ଯାତ୍ରୀମାନେ ଅଧିକ ସୁରକ୍ଷିତ ମନେ କରିବେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930