Legatus

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

 Breaking News

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ
August 07
14:56 2023

କଟକ,୭/୮: ସୋମବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ। ଫର୍ମପୂରଣ କରିଥିବା ୧୩୧୦ ପିଲାଙ୍କ ମଧ୍ୟରୁ ୪୩୩ ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟ ମୁକ୍ତ ବିଦ୍ୟାଳୟର ୮୧୯୫ ଛାତ୍ରୀଛାତ୍ର ମଧ୍ୟରୁ ୬୬୭୮ ଛାତ୍ରୀଛାତ୍ର ପାସ୍ କରିଛନ୍ତି। ପରୀକ୍ଷା ରେଜଲ୍ଟ ବୋର୍ଡ ଓ୍ବେବ୍ସାଇଟ୍ରେ ଉଭୟ ରେଜଲ୍ଟ ଉପଲବ୍ଧ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31