Indus Valley Times

ଫେବୃଆରୀ ୧୫ରୁ ୨୫ ମଧ୍ୟରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା : CHSE

 Breaking News

ଫେବୃଆରୀ ୧୫ରୁ ୨୫ ମଧ୍ୟରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା : CHSE

ଫେବୃଆରୀ ୧୫ରୁ ୨୫ ମଧ୍ୟରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା : CHSE
October 17
17:51 2025

ଭୁବନେଶ୍ୱର,୧୭/୧୦: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ CHSEପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି।
ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ କାର୍ଡ ମିଳିବ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏ ହେବ। ସେହିପରି ଜାନୁଆରୀ ୨ରୁ ୧୫ ଯାଏ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ହେବ। ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ସିସିଟିଭି କ୍ୟାମେରା ଲାଗିବ ବୋଲି CHSE ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ସୂଚନାଯୋଗ୍ୟ, ଏଥର ମୋଟ ୧୩୪୯ ସେଣ୍ଟରରେ ଯୁକ୍ତ ଦୁଇ ପରୀକ୍ଷା ହେବ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031