Indus Valley Times

ବିଜେପିରୁ ବିଦା ହେଲେ ହେଭିଓ୍ବେଟ୍ ନେତା ବିଜୟ ମହାପାତ୍ର : ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବି ବହିଷ୍କୃତ

 Breaking News

ବିଜେପିରୁ ବିଦା ହେଲେ ହେଭିଓ୍ବେଟ୍ ନେତା ବିଜୟ ମହାପାତ୍ର : ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବି ବହିଷ୍କୃତ

ବିଜେପିରୁ ବିଦା ହେଲେ ହେଭିଓ୍ବେଟ୍ ନେତା ବିଜୟ ମହାପାତ୍ର : ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବି ବହିଷ୍କୃତ
May 17
20:33 2024

ଭୁବନେଶ୍ବର, ୧୭/୫: ବରିଷ୍ଠ ନେତା ବିଜୟ ମହାପାତ୍ର ଭାରତୀୟ ଜନତା ପାର୍ଟି (ବିଜେପି)ରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜୟଙ୍କୁ ବିଜେପି ବହିଷ୍କାର କରିଛି। ବିଜୟ ମହାପାତ୍ର ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ। ଚଳିତ ବିଧାନସଭା ନିର୍ବାଚନରେ ବିୟଜଙ୍କ ପୁଅ ଅରବିନ୍ଦ ମହାପାତ୍ର ପାଟକୁରା ଆସନରୁ ବିଜେଡି ଟିକେଟରେ ଅବତୀର୍ଣ୍ଣ ହୋଇଛନ୍ତି।
ସେହିପରି ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବିଜେପି ବିଦା କରିଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ବହିଷ୍କାର କରାଯାଇଛି। ମାହାଙ୍ଗାର ଶାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକ ଟିକେଟ ନପାଇବାରୁ ଚଳିତ ନିର୍ବାଚନରେ ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30