Indus Valley Times

ବିଜେପିରେ ଯୋଗଦେଲେ କୁଡୁମୀ ନେତ୍ରୀ ମମତା ମହାନ୍ତ

 Breaking News

ବିଜେପିରେ ଯୋଗଦେଲେ କୁଡୁମୀ ନେତ୍ରୀ ମମତା ମହାନ୍ତ

August 01
17:25 2024

ଭୁବନେଶ୍ୱର,୧/୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।
ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।
ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031