Indus Valley Times

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

 Breaking News

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

December 18
11:14 2024

ଭୁବନେଶ୍ୱର,୧୮/୧୨ : ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930