Indus Valley Times

ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି

 Breaking News

ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି

ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି
July 24
10:34 2024

ଭୁବନେଶ୍ୱର,୨୪/୭: ଭାଜପା ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି। ଅପରାଜିତା IPU କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି।
ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି।
ଗତ ମାର୍ଚ୍ଚ ମାସରେ ଜେନିଭାରେ ଓଚଟ ଆସେମ୍ବଲୀରେ ଅପରାଜିତା ଭାଗ ନେଇଥିଲେ। ସେ IPU କାର୍ଯ୍ୟକାରୀ କମିଟିର ସଦସ୍ୟ ଅଛନ୍ତି। ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ IPU – ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିଅନ ରହିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031