Indus Valley Times

ଭୁବନେଶ୍ବରରେ ସିରିଜ ଦୁର୍ଘଟଣା: ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି

 Breaking News

ଭୁବନେଶ୍ବରରେ ସିରିଜ ଦୁର୍ଘଟଣା: ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି

December 28
19:47 2024

ଭୁବନେଶ୍ୱର, ୨୮/୧୨: ଭୁବନେଶ୍ୱର ଜାଭିୟର ଛକରେ ରବିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍ ପଛକୁ ପଛ ପିକଅପ୍ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରଙ୍କୁ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।
ଅନ୍ୟପକ୍ଷେ ସିରିଜ ଦୁର୍ଘଟଣାକୁ ନେଇ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଏପରିକି ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ଲୋକେ ଛାଡୁନାହାନ୍ତି । ପିସିଆର୍ ଭ୍ୟାନ୍‌କୁ ଉତ୍ତ୍ୟକ୍ତ ଲୋକେ ଘେରି ରହିଛନ୍ତି । କ୍ଷତିପୂରଣ ଦାବିରେ ଲୋକେ ଅଡ଼ି ବସିଛନ୍ତି। ମୈତ୍ରୀ ବିହାର ପୋଲିସ ଲୋକଙ୍କୁ ବୁଝାଶୁଝା କରୁଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031