Indus Valley Times

ମନ୍ତ୍ରୀଙ୍କ କରକମଲରେ ୫୦ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

 Breaking News

ମନ୍ତ୍ରୀଙ୍କ କରକମଲରେ ୫୦ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ମନ୍ତ୍ରୀଙ୍କ କରକମଲରେ ୫୦ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ
January 14
19:36 2024

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର, ୧୪/୧ : ଆମ ଓଡ଼ିଶା,ନବୀନ ଓଡ଼ିଶା ଯୋଜନାରେ ଦାନଗଦି ବ୍ଲକ ଦେଉଳକଣ ପଞ୍ଚାୟତରେ ୫୦ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ ଶିଳାନ୍ୟାସ ଦେଇଛନ୍ତି ଉପସ୍ଥିତ ଅଛନ୍ତି ବ୍ଲକ ଅଧକ୍ଷା ଅର୍ଚ୍ଚନା ଦାସ, ନିର୍ବାଚନ ମଣ୍ଡଳୀ ଯୁବ ସଭାପତି ପ୍ରଦୀପ କୁମାର ମହାନ୍ତି ,ସରପଂଚ ,ସମିତି ସଭ୍ୟ ସମେତ ବହୁ ବିଜେଡି କର୍ମୀମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031