Indus Valley Times

ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା ସମଲେଶ୍ବରୀ

 Breaking News

ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା ସମଲେଶ୍ବରୀ

September 21
11:45 2025

ବରଗଡ଼,୨୧/୯ : ଆଜି ମହାଳୟା।ଏହି ଅବସରରେ ରବିବାର ବରଗଡ଼ର ଗ୍ରାମ୍ୟଦେବୀ ମା’ ସମଲେଶ୍ଵରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି ।
ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ଆସି ଦେବୀଙ୍କ ଦର୍ଶନ କରୁଛନ୍ତି । ଅପରାହ୍ନରେ ମା’ ସମଲେଶ୍ଵରୀଙ୍କ ଖଣ୍ଡାଧୂଆ ପର୍ବ ରହିଛି। ଭକ୍ତମାନଙ୍କ ସମସ୍ତ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31