Indus Valley Times

ମୃତ ଅଟୋ ଚାଳକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ‘ଆମ ବସ୍’ ଧକ୍କାରେ ହୋଇଥିଲା ମୃତ୍ୟୁ

 Breaking News

ମୃତ ଅଟୋ ଚାଳକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ‘ଆମ ବସ୍’ ଧକ୍କାରେ ହୋଇଥିଲା ମୃତ୍ୟୁ

ମୃତ ଅଟୋ ଚାଳକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ‘ଆମ ବସ୍’ ଧକ୍କାରେ ହୋଇଥିଲା ମୃତ୍ୟୁ
January 04
13:50 2026

ଭୁବନେଶ୍ୱର,୪/୧: ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଯାଜପୁର ଅଟୋ ଚାଳକ ବିଷ୍ଣୁ ପାତ୍ରଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଶନିବାର ରୂପାଲି ଛକରେ ଆମ ବସ ଧକ୍କାରେ ବିଷ୍ଣୁଙ୍କ ଜୀବନ ଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031