ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ, ମୋଟ୍ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି
![ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ, ମୋଟ୍ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି](http://indusvalleytimes.com/news/wp-content/uploads/2020/04/coronavirus-death-680x365_c.jpg)
August 01
11:22
2020
ଭୁବନେଶ୍ୱର ୧।୮: ରାଜ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।