Indus Valley Times

ରାସ୍ତା ତଳକୁ ଓଲଟିଲା ସ୍କୁଲ ଭ୍ୟାନ୍, ୧୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

 Breaking News

ରାସ୍ତା ତଳକୁ ଓଲଟିଲା ସ୍କୁଲ ଭ୍ୟାନ୍, ୧୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

August 30
18:30 2024

ଚାନ୍ଦବାଲି:୩୦/୮: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି।
ଏକ ସ୍କୁଲ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930