Indus Valley Times

ଶୀତରେ ଆସୁଛି ବଡ଼ ବର୍ଷା! ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

 Breaking News

ଶୀତରେ ଆସୁଛି ବଡ଼ ବର୍ଷା! ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଶୀତରେ ଆସୁଛି ବଡ଼ ବର୍ଷା! ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
January 06
11:41 2026

ଭୁବନେଶ୍ୱର, ୬/୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛନ୍ତି ଓଗଊର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।
ଏନେଇ ସେ ଏକ୍ସ୍ ଯୋଗେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସୋମବାର ଜାନୁଆରୀ ୫ ସନ୍ଧ୍ୟା ୫ଟା ୩୦ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି। ସେପଟେ ଶୀତରେ ଥରୁଛି ସାରା ଓଡ଼ିଶା। ରାଜଧାନୀ ଭୁବନେଶ୍ୱରରେ ବି ତଳମୁହାଁ ପାରଦ । ଗତ ଦୁଇଦିନରେ ୩.୨ପ୍ସଉ ତଳକୁ ପାରଦ ଖସିଛି। ସେହିପରି ଝାରସୁଗୁଡାରେ ମଧ୍ୟ ଦୁଇଦିନରେ ୫.୬ପ୍ସଉ ତଳକୁ ଖସିଛି ପାରଦ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930