Indus Valley Times

ସଦଭାବନା ସଭାଗୃହ ପ୍ରାକ୍ରୁତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ସମ୍ପର୍କୀତ ଜିଲ୍ଲା ସ୍ତରୀୟ ଟେବୁଲ୍ ଟପ ବୈଠକ ଅନୁଷ୍ଠିତ

 Breaking News

ସଦଭାବନା ସଭାଗୃହ ପ୍ରାକ୍ରୁତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ସମ୍ପର୍କୀତ ଜିଲ୍ଲା ସ୍ତରୀୟ ଟେବୁଲ୍ ଟପ ବୈଠକ ଅନୁଷ୍ଠିତ

June 19
10:27 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୯/୬ : ବୁଧବାର ଦିନ ୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସଦଭାବନା ସଭାଗୃହ ଠାରେ ପ୍ରାକ୍ରୁତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କୀତ ପ୍ରସ୍ତୁତି ପାଇଁ ଟେବୁଲ ଟପ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ଉକ୍ତ ବୈଠକରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ ।
ସାମ୍ଭାବ୍ୟ ବର୍ଷା ବନ୍ୟା ଜନିତ ବିପର୍ଯ୍ୟୟକୁ ମୁକାବିଲା ପାଇଁ ସମସ୍ତ ସରକାରୀ ବିଭାଗ ସଦା ସର୍ବଦା ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆଙ୍କ ସମେତ ପୋଲିସ, ଅଗ୍ନିଶମ ବାହିନୀ, ଓଡ୍ରାଫ ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031