Indus Valley Times

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ଆଉଜଣେ ରୋଗୀଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

 Breaking News

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ଆଉଜଣେ ରୋଗୀଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ଆଉଜଣେ ରୋଗୀଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି
June 04
10:58 2025

କୋରାପୁଟ,୪/୬ : କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିପିଟାଲରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଯାଇଛି।
ଚିକିତ୍ସିତ ହେଉଥିବା ୫ ରୋଗୀ ରାତିରେ ମୃତ୍ୟୁବରଣ କରିଥିବା ଅଭିଯୋଗ ହେଉଥିବା ବେଳେ ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି।
କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଆଇସିୟୁ ରେ ୩ ଜଣ ଓ ୱାର୍ଡରେ ୨ ଜଣ ଏପରିକି ୫ ଜଣଙ୍କ ମୃତୁ ହୋଇଥିବା ଅଭିଯୋଗ ହୋଇଛି।ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛ। ତେବେ ମେଡିକାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031