Indus Valley Times

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣା ; ଅଭିଯୁକ୍ତ ଗୋପାଳକୃଷ୍ଣଙ୍କୁ କ୍ରାଇମବ୍ରାଞ୍ଚର ଜେରା

 Breaking News

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣା ; ଅଭିଯୁକ୍ତ ଗୋପାଳକୃଷ୍ଣଙ୍କୁ କ୍ରାଇମବ୍ରାଞ୍ଚର ଜେରା

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣା ; ଅଭିଯୁକ୍ତ ଗୋପାଳକୃଷ୍ଣଙ୍କୁ କ୍ରାଇମବ୍ରାଞ୍ଚର ଜେରା
January 30
15:44 2023

ସୁନ୍ଦରଗଡ଼,୩୦/୧: ଗତକାଲି ରାତିରେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୁନ୍ଦରଗଡ଼ ଆସି ପୁଲିସ ବାରାକରେ ରଖା ଯାଇଥିବା ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୨ ଘଣ୍ଟା ପଚରାଉଚରା କରିଥିଲେ।
ଗୋପାଳଙ୍କୁ ୫୦ରୁ ଅଧିକ ପ୍ରଶ୍ନ କରିଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ। ତେବେ ଗୋପାଳ ହତ୍ୟା ସମ୍ପର୍କରେ କଣ କହିଛନ୍ତି, ପ୍ରଶ୍ନଗୁଡ଼ିକର କି ଉତ୍ତର ରଖିଛନ୍ତି, ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଗଣମାଧ୍ୟମ ଆଗରେ ମୁହଁ ଖୋଲି ନାହାନ୍ତି ଏଡିଜି ଅରୁଣ ବୋଥ୍ରା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031