Indus Valley Times

ହରଭଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ

 Breaking News

ହରଭଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ

September 08
09:41 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୮/୯ : ରବିବାର ଦିନ ୩ ଘଣ୍ଟା ସମୟରେ ବୌଦ୍ଧ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ହରଭଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀ ଭୋଇ ହରଭଙ୍ଗା ବ୍ଲକ ସିଙ୍ଘାଣୀବିଡା ଗ୍ରାମରେ ହେବାକୁ ଥିବା ବନୀକରଣ କାର୍ଯ୍ୟକ୍ରମ ପାଇଁ ଗାତ ଖୋଳା କାର୍ଯ୍ୟର ଅନୁଧ୍ୟାନ କରିଥିଲେ ।
ପରିଦର୍ଶନ ସମୟରେ ହରଭଙ୍ଗା ତହସିଲଦାର ବଳଦେବ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ହରଭଙ୍ଗା ବ୍ଲକ, ସ୍ଥାନୀୟ ସରପଞ୍ଚ ଉପସ୍ଥିତ ଥିଲେ ।
ତା ସହିତ ଉପ ଜିଲ୍ଲାପାଳ ମାଧପୁର ସେବାଶ୍ରମ୍ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ର ଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31