Indus Valley Times

୨୦୨୩ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା, ୨୦ ଜଣ ପୋଲିସ ଅଧିକାରୀଙ୍କୁ ମନୋନୀତ

 Breaking News

୨୦୨୩ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା, ୨୦ ଜଣ ପୋଲିସ ଅଧିକାରୀଙ୍କୁ ମନୋନୀତ

୨୦୨୩ ପାଇଁ ରାଜ୍ୟପାଳ ପୋଲିସ ପଦକ ଘୋଷଣା, ୨୦ ଜଣ ପୋଲିସ ଅଧିକାରୀଙ୍କୁ ମନୋନୀତ
January 21
18:17 2024

ଭୁବନେଶ୍ବର, ୨୧/୧: ୨୦୨୩ ପାଇଁ ରାଜ୍ୟପାଳ ପୁଲିସ ପଦକ ଘୋଷଣା ହୋଇଛି। ୨୦ଜଣ ପୁଲିସ ଅଧିକାରୀଙ୍କୁ ଏହି ସମ୍ମାନଜନକ ପଦକ ମିଳିବ। ଏଥିରେ ୨ଜଣ ଆଇଜିଙ୍କୁ ରାଜ୍ୟପାଳ ପୁଲିସ ପଦକ ମିଳିବ।
ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ ପଦକ ମିଳିବ। ଗଞ୍ଜାମ ଓ ସମ୍ବଲପୁର ଏସପିଙ୍କୁ ମଧ୍ୟ ଏହି ସମ୍ମାନଜନକ ପଦକ ମିଳିବାର ସୂଚନା ରହିଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031